ଲେବୀୟ ପୁସ୍ତକ 25:18 - ଓଡିଆ ବାଇବେଲ18 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ। Viz kapitolaପବିତ୍ର ବାଇବଲ18 “ଆମ୍ଭର ବ୍ୟବସ୍ଥା ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ। ତାହାହେଲେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରି ପାରିବ। Viz kapitola |