Online Bible

- Reklamy -




ଲେବୀୟ ପୁସ୍ତକ 25:33 - ଓଡିଆ ବାଇବେଲ

33 ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୁବ୍‍ଲୀ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି, ଯେବେ କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।

Viz kapitola kopírovat

ପବିତ୍ର ବାଇବଲ

33 ଯଦି କେହି ଲେବୀୟଠାରୁ ଏକ ଗୃହ କ୍ରୟ କରେ ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେବ, କାରଣ ଇସ୍ରାଏଲୀୟ ମଧ୍ୟରେ ଲେବୀୟମାନଙ୍କ ଗୃହସବୁ ସେମାନଙ୍କର ଅଟେ।

Viz kapitola kopírovat




ଲେବୀୟ ପୁସ୍ତକ 25:33

Následuj nás:

Reklamy


Reklamy