Online Bible

- Reklamy -




ଲେବୀୟ ପୁସ୍ତକ 25:34 - ଓଡିଆ ବାଇବେଲ

34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର-ଭୂମି ବିକା ଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।

Viz kapitola kopírovat

ପବିତ୍ର ବାଇବଲ

34 ମାତ୍ର ଲେବୀୟମାନଙ୍କ ନଗରର ଗ୍ଭରିପାଖରେ ଥିବା କ୍ଷେତ୍ର ଓ ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ, କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।

Viz kapitola kopírovat




ଲେବୀୟ ପୁସ୍ତକ 25:34

Následuj nás:

Reklamy


Reklamy