ଲେବୀୟ ପୁସ୍ତକ 26:23 - ଓଡିଆ ବାଇବେଲ23 ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ, Viz kapitolaପବିତ୍ର ବାଇବଲ23 “ଏହାସବୁ ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ପରିବର୍ତ୍ତନ ହେବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ, Viz kapitola |