ଲେବୀୟ ପୁସ୍ତକ 26:39 - ଓଡିଆ ବାଇବେଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ହେତୁରୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Viz kapitolaପବିତ୍ର ବାଇବଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଦୁଃଖ ଭୋଗିବେ ଏବଂ ଶତ୍ରୁର ଦେଶରୁ ଉଚ୍ଛେଦ ହେବେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷମାନଙ୍କର ଅପରାଧ ହେତୁ ସେମାନେ କଷ୍ଟ ଭୋଗ କରିବେ ନାହିଁ। Viz kapitola |