ଲେବୀୟ ପୁସ୍ତକ 26:40 - ଓଡିଆ ବାଇବେଲ40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ; Viz kapitolaପବିତ୍ର ବାଇବଲ (Re-edited) - (BSI)40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ; Viz kapitolaପବିତ୍ର ବାଇବଲ40 “ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି। Viz kapitola |