Online Bible

- Reklamy -




ଲେବୀୟ ପୁସ୍ତକ 27:24 - ଓଡିଆ ବାଇବେଲ

24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୁବ୍‍ଲୀ ବର୍ଷରେ ତାହାକୁ ଫେରାଇ ଦିଆଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ।

Viz kapitola kopírovat

ପବିତ୍ର ବାଇବଲ

24 ମହୋଲ୍ଲାସ-ଉତ୍ସବ ବର୍ଷରେ ସେହି କ୍ଷେତ୍ର ପ୍ରକୃତ ଜମି ମାଲିକ ନିକଟକୁ ଫେରିଯିବ।

Viz kapitola kopírovat




ଲେବୀୟ ପୁସ୍ତକ 27:24

Následuj nás:

Reklamy


Reklamy