Online Bible

- Reklamy -




ଲେବୀୟ ପୁସ୍ତକ 27:27 - ଓଡିଆ ବାଇବେଲ

27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।

Viz kapitola kopírovat

ପବିତ୍ର ବାଇବଲ

27 ମାତ୍ର ପ୍ରଥମଜାତ ପଶୁ ଯଦି ଅଶୁଚି ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ ଓ ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। ସେ ଯଦି ମୁକ୍ତ କରି ନ ପାରେ ତେବେ ଯାଜକ ତାହା ନିରୂପିତ ମୂଲ୍ୟରେ ବିକ୍ରୀ କରିବ।

Viz kapitola kopírovat




ଲେବୀୟ ପୁସ୍ତକ 27:27

Následuj nás:

Reklamy


Reklamy