ଲେବୀୟ ପୁସ୍ତକ 27:7 - ଓଡିଆ ବାଇବେଲ7 ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ। Viz kapitolaପବିତ୍ର ବାଇବଲ7 ପୁଣି ଷାଠିଏ ବର୍ଷରୁ ଅଧିକ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ ପନ୍ଦର ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ। Viz kapitola |