Online Bible

- Reklamy -




ଲେବୀୟ ପୁସ୍ତକ 3:10 - ଓଡିଆ ବାଇବେଲ

10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥିତ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Viz kapitola kopírovat

ପବିତ୍ର ବାଇବଲ

10 ସେ ଦୁଇଟି ଗୁରୁଦା ମେଦ ଉପରିସ୍ଥ ଓ ଗୁରୁଦାର ପାର୍ଶ୍ୱବର୍ତ୍ତୀ, ଯକୃତର ମେଦ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନେବା ଉଚିତ୍।

Viz kapitola kopírovat




ଲେବୀୟ ପୁସ୍ତକ 3:10

Následuj nás:

Reklamy


Reklamy