Online Bible

- Reklamy -




ଲେବୀୟ ପୁସ୍ତକ 4:31 - ଓଡିଆ ବାଇବେଲ

31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ

31 ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।

Viz kapitola kopírovat




ଲେବୀୟ ପୁସ୍ତକ 4:31

Následuj nás:

Reklamy


Reklamy