ଲେବୀୟ ପୁସ୍ତକ 4:33 - ଓଡିଆ ବାଇବେଲ33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକି ବଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ। Viz kapitolaପବିତ୍ର ବାଇବଲ33 ପୁଣି ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ। Viz kapitola |