ଲେବୀୟ ପୁସ୍ତକ 5:3 - ଓଡିଆ ବାଇବେଲ3 କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିଅବା ଯେବେ ସେ ମନୁଷ୍ୟର ଅଶୌଚକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍, ଯଦ୍ଦ୍ଵାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ। Viz kapitolaପବିତ୍ର ବାଇବଲ3 “ଆହୁରି ଅନେକ ଜିନିଷ ଅଛି ଯାହାକି ମନୁଷ୍ୟକୁ ଅଶୁଚି କରେ। ଯଦି କେହି ଜାଣିଥାଏ ଯାହାକୁ ସ୍ପର୍ଶ କଲେ ଅଶୁଚି ହୁଏ ଏବଂ ସେ ତାହା ଅଜ୍ଞାତରେ କରିଥାଏ, ତେବେ ସେ ଯେତେବେଳେ ଜାଣେ ସେ ଦୋଷୀ ହେବ। Viz kapitola |