ଲେବୀୟ ପୁସ୍ତକ 6:18 - ଓଡିଆ ବାଇବେଲ18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।” Viz kapitolaପବିତ୍ର ବାଇବଲ18 ହାରୋଣଙ୍କ ସନ୍ତାନଗଣ ମଧ୍ୟରୁ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନୈବେଦ୍ୟ ସେମାନେ ଗ୍ରହଣ କରିବେ ଏକ ବିଧି ହେବ। ଯାହାକିଛି ଜିନିଷଗୁଡ଼ିକ ଏହାକୁ ସ୍ପର୍ଶ କରିବ ପବିତ୍ର ହେବ।” Viz kapitola |