ଲେବୀୟ ପୁସ୍ତକ 7:32 - ଓଡିଆ ବାଇବେଲ32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ। Viz kapitolaପବିତ୍ର ବାଇବଲ32 ତୁମ୍ଭେମାନେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦେବ। Viz kapitola |