ଲେବୀୟ ପୁସ୍ତକ 7:33 - ଓଡିଆ ବାଇବେଲ33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ। Viz kapitolaପବିତ୍ର ବାଇବଲ33 ହାରୋଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ଯେକେହି ମେଦ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ। Viz kapitola |