Online Bible

- Reklamy -




ଲେବୀୟ ପୁସ୍ତକ 8:16 - ଓଡିଆ ବାଇବେଲ

16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ମୋଶା ଅନ୍ତ୍ର-ଉପରିସ୍ଥିତ ସମସ୍ତ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।

Viz kapitola kopírovat

ପବିତ୍ର ବାଇବଲ

16 ଅନନ୍ତର ମୋଶା ଅନ୍ତ ଚତୁର୍ପାର୍ଶ୍ୱସ୍ଥ ସମସ୍ତ ମେଦ, ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁରୁଦା ଓ ତାହାର ମେଦ ନେଇ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।

Viz kapitola kopírovat




ଲେବୀୟ ପୁସ୍ତକ 8:16

Následuj nás:

Reklamy


Reklamy