ଲେବୀୟ ପୁସ୍ତକ 9:17 - ଓଡିଆ ବାଇବେଲ17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ସେ ଭକ୍ଷ୍ୟ-ନୈବେଦ୍ୟ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ17 ପୁଣି ହାରୋଣ ଭକ୍ଷ୍ୟ ନୈବେଦ୍ୟ ବେଦି ନିକଟକୁ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ଯଜ୍ଞବେଦି ଉପରେ ତାହା ଦଗ୍ଧ କଲେ। Viz kapitola |