ଲେବୀୟ ପୁସ୍ତକ 9:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ଵୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା। Viz kapitolaପବିତ୍ର ବାଇବଲ23 ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ। ପୁଣି ବାହାରକୁ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେତେବେଳେ ସବୁ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ମହିମା ପ୍ରକଟିତ ହେଲା। Viz kapitola |