ଲୂକ ଲିଖିତ ସୁସମାଚାର 1:23 - ଓଡିଆ ବାଇବେଲ23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଗୃହକୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)23 ମନ୍ଦିରରେ ତାଙ୍କର ଉପାସନା ସମୟ ଶେଷ ହେବା ପରେ ଜିଖରିୟ ଗୃହକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। Viz kapitolaପବିତ୍ର ବାଇବଲ23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ। Viz kapitola |