ଲୂକ ଲିଖିତ ସୁସମାଚାର 1:7 - ଓଡିଆ ବାଇବେଲ7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)7 ଏଲିଶାବେଥ୍ ବନ୍ଧ୍ୟା ଥିବାରୁ ସେମାନେ ନିଃସନ୍ତାନ ଥିଲେ ଏବଂ ସେମାନଙ୍କ ବୟସ ଗଡ଼ି ଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। Viz kapitolaପବିତ୍ର ବାଇବଲ7 କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ। Viz kapitola |