ଲୂକ ଲିଖିତ ସୁସମାଚାର 10:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପ୍ରେରଣ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣଙ୍କୁ ମନୋନୀତ କଲେ ଏବଂ ତାଙ୍କର ଯେଉଁ ନଗର ଓ ସ୍ଥାନମାନଙ୍କୁ ଯିବାର ଥିଲା, ସେ ଯିବା ପୂର୍ବରୁ, ସେମାନଙ୍କୁ ଦୁଇ ଦୁଇ ଜଣ କରି ସେଠାକୁ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ। Viz kapitolaପବିତ୍ର ବାଇବଲ1 ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ଯିବାର ଯୋଜନା ଥିଲା, ସେହି ନଗର ଓ ସ୍ଥାନମାନଙ୍କୁ ସେ ସେମାନଙ୍କୁ ଦୁଇ ଦୁଇଜଣ ହିସାବରେ ନିଜେ ଯିବା ଆଗରୁ ପଠାଇଦେଲେ। Viz kapitola |