Online Bible

- Reklamy -




ଲୂକ ଲିଖିତ ସୁସମାଚାର 10:17 - ଓଡିଆ ବାଇବେଲ

17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଥିଉତ୍ତାରେ ସେହି ସତୁରି ଜଣ ବାହୁଡ଼ିଆସି ଆନନ୍ଦରେ କହିଲେ, ପ୍ରଭୋ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ବାସ୍ତରି ଜଣ ମହାଆନନ୍ଦରେ ଫେରି ଆସିଲେ। ସେମାନେ କହିଲେ, “ପ୍ରଭୁ ଆପଣଙ୍କ ନାମରେ ଆଦେଶ ଦେବାରୁ ଭୂତମାନେ ମଧ୍ୟ ଆମ କଥା ମାନିଲେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ

17 ଯେତେବେଳେ ବାସ୍ତରି ଜଣ ସେମାନଙ୍କ ଭ୍ରମଣରୁ ଫେରି ଆସିଲେ, ସେମାନେ ବହୁତ ଖୁସୀ ଥିଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭେମାନେ ଯେତେବେଳେ ଆପଣଙ୍କ ନାମ ନେଇ ଆଜ୍ଞା ଦେଲୁ, ସେତେବେଳେ ଏପରିକି ଭୂତମାନେ ମଧ୍ୟ ଆମ୍ଭମାନଙ୍କ କଥା ମାନିଲେ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 10:17

Následuj nás:

Reklamy


Reklamy