ଲୂକ ଲିଖିତ ସୁସମାଚାର 10:19 - ଓଡିଆ ବାଇବେଲ19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)19 ଶୁଣ! ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଇଛୁ, ଯେପରି ତୁମ୍ଭେମାନେ ସାପ ଓ କଙ୍କଡ଼ା ବିଛା ଉପରେ ଚାଲି ପାରିବ ଓ ଶତ୍ରୁ ଶୟତାନର ସମସ୍ତ ଶକ୍ତି ଉପରେ ଜୟଲାଭ କରିବ ଏବଂ କୌଣସି ବିଷୟ ତୁମର କ୍ଷତି କରି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। Viz kapitolaପବିତ୍ର ବାଇବଲ19 ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ। Viz kapitola |