ଲୂକ ଲିଖିତ ସୁସମାଚାର 10:5 - ଓଡିଆ ବାଇବେଲ5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। Viz kapitolaପବିତ୍ର ବାଇବଲ (CL) NT (BSI)5 ଯେତେବେଳେ ତୁମେ ଗୋଟିଏ ଗୃହକୁ ଯାଅ, ପ୍ରଥମେ କୁହ, ‘ଏହି ଗୃହର ଶାନ୍ତି ହେଉ’। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। Viz kapitolaପବିତ୍ର ବାଇବଲ5 ଯେକୌଣସି ଘରେ ପ୍ରବେଶ କରିବା ମାତ୍ରେ ପ୍ରଥମେ କୁହ, ‘ଏ ଘରକୁ ଶାନ୍ତି ମିଳୁ।’ Viz kapitola |