ଲୂକ ଲିଖିତ ସୁସମାଚାର 10:8 - ଓଡିଆ ବାଇବେଲ8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର, Viz kapitolaପବିତ୍ର ବାଇବଲ (CL) NT (BSI)8 ଯେତେବେଳେ ତୁମେ କୌଣସି ଏକ ସହରକୁ ଯାଇ ଆତିଥ୍ୟ ପାଅ, ତୁମକୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, Viz kapitolaପବିତ୍ର ବାଇବଲ8 “ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ। Viz kapitola |