ଲୂକ ଲିଖିତ ସୁସମାଚାର 10:9 - ଓଡିଆ ବାଇବେଲ9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। Viz kapitolaପବିତ୍ର ବାଇବଲ (CL) NT (BSI)9 ସେହି ସହରର ରୋଗୀମାନଙ୍କୁ ସୁସ୍ଥ କର ଓ ସେଠାକାର ଲୋକମାନଙ୍କୁ କୁହ, ‘ଈଶ୍ୱରଙ୍କ ରାଜ୍ୟ ତୁମର ନିକଟବର୍ତ୍ତୀ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। Viz kapitolaପବିତ୍ର ବାଇବଲ9 ସେଠାରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସେମାନଙ୍କୁ କୁହ, ‘ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।’ Viz kapitola |