ଲୂକ ଲିଖିତ ସୁସମାଚାର 11:16 - ଓଡିଆ ବାଇବେଲ16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)16 ଅନ୍ୟମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ, ଈଶ୍ୱର ଯେ ତାଙ୍କର ସମର୍ଥନକାରୀ, ଏହାର ଚିହ୍ନ ସ୍ୱରୂପ ତାଙ୍କୁ ଗୋଟିଏ ଆଶ୍ଚର୍ଯ୍ୟ କର୍ମ କରିବାକୁ କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ। Viz kapitolaପବିତ୍ର ବାଇବଲ16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ। Viz kapitola |