ଲୂକ ଲିଖିତ ସୁସମାଚାର 11:20 - ଓଡିଆ ବାଇବେଲ20 କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି । Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ପରାକ୍ରମ ଦ୍ଵାରା।। ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି। Viz kapitolaପବିତ୍ର ବାଇବଲ (CL) NT (BSI)20 ନା, ବରଂ ଈଶ୍ୱରଙ୍କ ଶକ୍ତି ସାହାଯ୍ୟରେ ମୁଁ ଭୂତମାନଙ୍କୁ ଛଡ଼ାଏ ଏବଂ ଏହା ପ୍ରମାଣ କରେ ଯେ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ନିକଟବର୍ତ୍ତୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି। Viz kapitolaପବିତ୍ର ବାଇବଲ20 ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି। Viz kapitola |