Online Bible

- Reklamy -




ଲୂକ ଲିଖିତ ସୁସମାଚାର 11:31 - ଓଡିଆ ବାଇବେଲ

31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷର ଲୋକଙ୍କ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ବିଚାର ଦିନରେ ଶେବା ଦେଶର ରାଣୀ ଠିଆ ହୋଇ ଆଜିର ଲୋକମାନଙ୍କୁ ଦୋଷାରୋପ କରିବେ, କାରଣ ଶଲୋମନ ରାଜାଙ୍କର ଜ୍ଞାନର କଥା ଶୁଣିବା ପାଇଁ ସେ ତାଙ୍କ ଦେଶରୁ ଯାତ୍ରା କରିଥିଲେ; କିନ୍ତୁ ମୁଁ କହେ, ଶଲୋମନଙ୍କଠାରୁ ଅଧିକ ମହତ୍ ବିଷୟମାନ ଏଠାରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।

Viz kapitola kopírovat

ପବିତ୍ର ବାଇବଲ

31 “ବିଗ୍ଭର ଦିନରେ ଦକ୍ଷିଣର ରାଣୀ ପ୍ରକାଶିତ ହୋଇ ଏବେ ବଞ୍ଚିଥିବା ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ ଆଣିବେ ଓ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ, କାରଣ ସେହି ରାଣୀ ଶଲୋମନଙ୍କ ଜ୍ଞାନମୂଳକ ଉପଦେଶ ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ ଏବଂ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଶଲୋମନଙ୍କ ଅପେକ୍ଷା ମହାନ୍ ଅଟେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 11:31

Následuj nás:

Reklamy


Reklamy