ଲୂକ ଲିଖିତ ସୁସମାଚାର 11:37 - ଓଡିଆ ବାଇବେଲ37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। Viz kapitolaପବିତ୍ର ବାଇବଲ (CL) NT (BSI)37 ଯୀଶୁ ଶିକ୍ଷା ଦେଇ ସାରିବା ପରେ ଜଣେ ଫାରୁଶୀ ତାଙ୍କୁ ତା’ ସହିତ ଭୋଜନ କରିବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ତାଙ୍କ ଘରକୁ ଯାଇ ଭୋଜନ କରିବା ପାଇଁ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। Viz kapitolaପବିତ୍ର ବାଇବଲ37 ଯୀଶୁ ତାହାଙ୍କ କଥା ଶେଷ କଲାବେଳକୁ ଜଣେ ଫାରୂଶୀ ଯୀଶୁଙ୍କୁ ତାହାଙ୍କ ସାଙ୍ଗରେ ଖାଇବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ଭିତରକୁ ଗଲେ ଓ ଖାଇବା ପାଇଁ ବସି ପଡ଼ିଲେ। Viz kapitola |