ଲୂକ ଲିଖିତ ସୁସମାଚାର 11:48 - ଓଡିଆ ବାଇବେଲ48 ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)48 ଅତଏବ, ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ସମ୍ଵନ୍ଧରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର ସମାଧିସ୍ତମ୍ଭ ନିର୍ମାଣ କରୁଥାଅ। Viz kapitolaପବିତ୍ର ବାଇବଲ (CL) NT (BSI)48 ତୁମେ ତେବେ ସ୍ୱୀକାର କର ଯେ ତୁମର ପୂର୍ବପୁରୁଷମାନେ ଯାହା କରିଥିଲେ, ସେଥିରେ ତୁମର ସମ୍ମତି ଅଛି। ସେମାନେ ଭାବବାଦୀମାନଙ୍କୁ ହତ୍ୟା କରିଥିଲେ, ଆଉ ତୁମେ ସେମାନଙ୍କର କବର ନିର୍ମାଣ କରୁଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ। Viz kapitolaପବିତ୍ର ବାଇବଲ48 ଏହା ଦ୍ୱାରା ତୁମ୍ଭେମାନେ ଲୋକଙ୍କୁ ଦେଖେଇ ଦେବାକୁ ଗ୍ଭହୁଁଛ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସେମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ମାରି ଦେଇଥିଲେ ଏବଂ ତୁମ୍ଭେମାନେ ତାହାଙ୍କ ପାଇଁ କବର ତିଆରି କରୁଛ। Viz kapitola |