ଲୂକ ଲିଖିତ ସୁସମାଚାର 12:14 - ଓଡିଆ ବାଇବେଲ14 କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା ? Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ସେ ତାହାକୁ କହିଲେ, ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ବିଭାଗକର୍ତ୍ତା କରି ନିଯୁକ୍ତ କଲା? Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁ ତାକୁ ଉତ୍ତର ଦେଇ କହିଲେ, “ବନ୍ଧୁ! ତୁମ ଦୁହିଁଙ୍କ ମଧ୍ୟରେ ବିଚାର କରିବାକୁ ଅବା ସମ୍ପତ୍ତି ବଣ୍ଟନ କରିବାକୁ ମୋତେ କିଏ ନିଯୁକ୍ତ କଲା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?” Viz kapitolaପବିତ୍ର ବାଇବଲ14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?” Viz kapitola |