Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:15 - ଓଡିଆ ବାଇବେଲ

15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ପୁଣି ସେ ସେମାନଙ୍କୁ କହିଲେ, “ସବୁ ପ୍ରକାର ଲୋଭରୁ ନିଜକୁ ଦୂରେଇ ରଖ, କାରଣ ଜଣେ ଲୋକର ଜୀବନ ତା’ ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରି ନ ଥାଏ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:15

Následuj nás:

Reklamy


Reklamy