ଲୂକ ଲିଖିତ ସୁସମାଚାର 12:16 - ଓଡିଆ ବାଇବେଲ16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ, ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)16 ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ, “ଜଣେ ଧନୀ ଲୋକର ଜମିରୁ ଏତେ ଶସ୍ୟ ଉତ୍ପନ୍ନ ହୋଇଥିଲା ଯେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। Viz kapitolaପବିତ୍ର ବାଇବଲ16 ତା'ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। Viz kapitola |