Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:36 - ଓଡିଆ ବାଇବେଲ

36 ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ପ୍ରଭୁ ବିବାହ-ଉତ୍ସବରୁ ବାହୁଡ଼ିଆସି ଦ୍ଵାରରେ ମାରିବାମାତ୍ର ଯେଉଁ ଲୋକମାନେ ତାଙ୍କ ନିମନ୍ତେ ତତ୍କ୍ଷଣାତ୍ ଦ୍ଵାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।

Viz kapitola kopírovat

ପବିତ୍ର ବାଇବଲ

36 ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:36

Následuj nás:

Reklamy


Reklamy