ଲୂକ ଲିଖିତ ସୁସମାଚାର 12:47 - ଓଡିଆ ବାଇବେଲ47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, Viz kapitolaପବିତ୍ର ବାଇବଲ (Re-edited) - (BSI)47 ଆଉ, ଯେଉଁ ଦାସ ଆପଣା ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ଵା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, ସେ ବହୁତ ପ୍ରହାରରେ ପ୍ରହାରିତ ହେବ; Viz kapitolaପବିତ୍ର ବାଇବଲ (CL) NT (BSI)47 “ଯେଉଁ ଦାସ ନିଜ ମାଲିକଙ୍କ ଇଚ୍ଛା ଜାରି ପ୍ରସ୍ତୁତ ହୋଇ ନ ଥାଏ ଓ ତାଙ୍କ ଇଚ୍ଛା ଅନୁସାରେ କାର୍ଯ୍ୟ କରି ନ ଥାଏ, ସେ ଶାସ୍ତି ସ୍ୱରୂପେ କଠୋରଭାବେ ପ୍ରହାରିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, Viz kapitolaପବିତ୍ର ବାଇବଲ47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ। Viz kapitola |