ଲୂକ ଲିଖିତ ସୁସମାଚାର 12:55 - ଓଡିଆ ବାଇବେଲ55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ । Viz kapitolaପବିତ୍ର ବାଇବଲ (Re-edited) - (BSI)55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି ତାହା ଘଟେ। Viz kapitolaପବିତ୍ର ବାଇବଲ (CL) NT (BSI)55 ଆଉ ଯେତେବେଳେ ତୁମ୍ଭେମାନେ ଦକ୍ଷିଣା ପବନ ବହିବା ଅନୁଭବ କର, କହିଥାଅ ଯେ ବହୁତ ଗରମ ହେବ - ଏବଂ ସେହିପରି ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ। Viz kapitolaପବିତ୍ର ବାଇବଲ55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା'ପରେ ତାହା ହିଁ ହୁଏ। Viz kapitola |