ଲୂକ ଲିଖିତ ସୁସମାଚାର 12:7 - ଓଡିଆ ବାଇବେଲ7 କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି । ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ । Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ। Viz kapitolaପବିତ୍ର ବାଇବଲ (CL) NT (BSI)7 ଏପରିକି ତୁମର ମସ୍ତକର ସମସ୍ତ କେଶ ସୁଦ୍ଧା ଗଣା ଯାଇଛି। ତେଣୁ ଭୟ କର ନାହିଁ; ଅନେକ ଘରଚଟିଆଙ୍କ ଅପେକ୍ଷା ତୁମ୍ଭମାନଙ୍କର ମୂଲ୍ୟ ଯଥେଷ୍ଟ ଅଧିକ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।” Viz kapitolaପବିତ୍ର ବାଇବଲ7 ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ। Viz kapitola |