ଲୂକ ଲିଖିତ ସୁସମାଚାର 13:12 - ଓଡିଆ ବାଇବେଲ12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ । Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ। Viz kapitolaପବିତ୍ର ବାଇବଲ (CL) NT (BSI)12 ଯୀଶୁ ତାକୁ ଦେଖି କହିଲେ, “ତୁମେ ସୁସ୍ଥ ହେଲ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।” Viz kapitolaପବିତ୍ର ବାଇବଲ12 ଯୀଶୁ ତାକୁ ଡାକି ପାଖରେ ଦେଖି କହିଲେ, “ହେ ନାରୀ ତୁମ୍ଭର ପୀଡ଼ିତା ଅବସ୍ଥା ବର୍ତ୍ତମାନ ଗ୍ଭଲିଯାଇଛି।” Viz kapitola |