ଲୂକ ଲିଖିତ ସୁସମାଚାର 13:17 - ଓଡିଆ ବାଇବେଲ17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକସମୂହ ତାହାଙ୍କ କୃତ ସମସ୍ତ ମହତ କର୍ମ ସକାଶେ ଆନନ୍ଦ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)17 ଏହି କଥା ତାଙ୍କ ଶତ୍ରୁମାନଙ୍କୁ ଲଜ୍ଜିତ କଲା। ଅଥଚ ତାଙ୍କର ଆଶ୍ଚର୍ଯ୍ୟ କର୍ମ ହେତୁ ଲୋକମାନେ ଆନନ୍ଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ17 ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ। Viz kapitola |