ଲୂକ ଲିଖିତ ସୁସମାଚାର 13:18 - ଓଡିଆ ବାଇବେଲ18 ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ପରି ? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି ? Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେଥିରେ ସେ କହିଲେ, ଈଶ୍ଵରଙ୍କ ରାଜ୍ୟ କାହା ସଦୃଶ? ପୁଣି, କାହା ସାଙ୍ଗରେ ମୁଁ ତାହାର ତୁଳନା କରିବି? Viz kapitolaପବିତ୍ର ବାଇବଲ (CL) NT (BSI)18 ଯୀଶୁ ପଚାରିଲେ, “ଈଶ୍ୱରଙ୍କ ରାଜ୍ୟ କାହା ପରି? ମୁଁ କାହା ସହିତ ତାହାକୁ ତୁଳନା କରିବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? Viz kapitolaପବିତ୍ର ବାଇବଲ18 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି? Viz kapitola |