Online Bible

- Reklamy -




ଲୂକ ଲିଖିତ ସୁସମାଚାର 13:35 - ଓଡିଆ ବାଇବେଲ

35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ସେଥିପାଇଁ ତୁ ପରିତ୍ୟକ୍ତ ହେବୁ। ମୁଁ ତୋତେ ନିଶ୍ଚିତଭାବେ କହୁଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ’, ତୁ ଏହି କଥା ଯେ ପର୍ଯ୍ୟନ୍ତ ନ କହିଛୁ, ସେ ପର୍ଯ୍ୟନ୍ତ ତୁ ମୋତେ ଆଉ ଦେଖିବୁ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’, ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”

Viz kapitola kopírovat




ଲୂକ ଲିଖିତ ସୁସମାଚାର 13:35

Následuj nás:

Reklamy


Reklamy