ଲୂକ ଲିଖିତ ସୁସମାଚାର 13:6 - ଓଡିଆ ବାଇବେଲ6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମିରି ଗଛ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)6 ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଲେ, “ଜଣକର ଦ୍ରାକ୍ଷା କ୍ଷେତରେ ଡ଼ିମିରି ଗଛଟିଏ ବଢ଼ୁଥିଲା। ସେ ଫଳ ପାଇବା ଆଶାରେ ଗଛ ପାଖକୁ ଗଲେ, କିନ୍ତୁ କିଛି ପାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ6 ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ। Viz kapitola |