ଲୂକ ଲିଖିତ ସୁସମାଚାର 14:17 - ଓଡିଆ ବାଇବେଲ17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି । Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି। Viz kapitolaପବିତ୍ର ବାଇବଲ (CL) NT (BSI)17 ଭୋଜନ ସମୟ ହେବାରୁ ସେ ତା’ର ଅତିଥିମାନଙ୍କ ନିକଟକୁ ଭୃତ୍ୟ ପଠାଇ ଜଣାଇଲା, ‘ଆସନ୍ତୁ, ସବୁ ପ୍ରସ୍ତୁତ;’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’ Viz kapitolaପବିତ୍ର ବାଇବଲ17 ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’ Viz kapitola |