Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:18 - ଓଡିଆ ବାଇବେଲ

18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 କିନ୍ତୁ ସମସ୍ତେ ଏକମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲା, ମୁଁ ଖଣ୍ତେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 କିନ୍ତୁ ସେମାନେ ଜଣ ଜଣ ହୋଇ ନ ଆସିବା ପାଇଁ ଆଳ ଦେଖାଇଲେ। ପ୍ରଥମ ଜଣ କହିଲା, ‘ମୁଁ ଗୋଟିଏ କ୍ଷେତ କିଣିଛି, ତାକୁ ଦେଖିବାକୁ ଯିବି, ମୋତେ କ୍ଷମା କର।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’

Viz kapitola kopírovat

ପବିତ୍ର ବାଇବଲ

18 କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:18

Následuj nás:

Reklamy


Reklamy