ଲୂକ ଲିଖିତ ସୁସମାଚାର 14:23 - ଓଡିଆ ବାଇବେଲ23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ଡ ଓ ଗଛମୂଳକୁ ଯାଇ, ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ତ ଓ ଗଛମୂଳକୁ ଯାଇ, ମୋର ଗୃହ ଯେପରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ ବଳାଅ। Viz kapitolaପବିତ୍ର ବାଇବଲ (CL) NT (BSI)23 ଗୃହକର୍ତ୍ତା ଚାକରକୁ କହିଲେ, ‘ଏ ସହରତଳି ଗଳି କନ୍ଦରରୁ ଲୋକମାନଙ୍କୁ ଡ଼ାକି ଆଣ, ଯେପରି ମୋ’ ଘର ପୂର୍ଣ୍ଣ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’ Viz kapitolaପବିତ୍ର ବାଇବଲ23 ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’ Viz kapitola |