ଲୂକ ଲିଖିତ ସୁସମାଚାର 14:24 - ଓଡିଆ ବାଇବେଲ24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋର ଭୋଜର ଆସ୍ଵାଦ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)24 ମୁଁ ତୁମ ସମସ୍ତଙ୍କୁ କହୁଛି, ନିମନ୍ତ୍ରିତମାନଙ୍କ ମଧ୍ୟରୁ କେହି ମୋ’ ଭୋଜିର ସ୍ୱାଦ ପାଇବେ ନାହିଁ’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।” Viz kapitolaପବିତ୍ର ବାଇବଲ24 ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ମଧ୍ୟ ମୋ’ ସହିତ ଆଉ କେବେ ହେଁ ଭୋଜି ଖାଇବେ ନାହିଁ।’” Viz kapitola |