ଲୂକ ଲିଖିତ ସୁସମାଚାର 14:32 - ଓଡିଆ ବାଇବେଲ32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)32 ଯଦି ସମର୍ଥ ନୁହନ୍ତି, ଦୂରରେ ଥିବା ସମୟରେ ଅନ୍ୟ ରାଜାଙ୍କ ସହିତ ସନ୍ଧି ସ୍ଥାପନ କରିବା ପାଇଁ ତାଙ୍କର ଦୂତମାନଙ୍କୁ ପଠାଇବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି। Viz kapitolaପବିତ୍ର ବାଇବଲ32 ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ ନାହିଁ, ତେବେ ବିରୋଧୀ ରାଜା ବହୁତ ଦୂରରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦେବେ। Viz kapitola |