Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:33 - ଓଡିଆ ବାଇବେଲ

33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ସେହିପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେକେହି ଆପଣାର ସର୍ବସ୍ଵ ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ଶେଷରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ସବୁ ବିଷୟ ହିସାବକୁ ନେଇ ନିଜର ସର୍ବସ୍ୱ ତ୍ୟାଗ କରିବାକୁ ପ୍ରସ୍ତୁତ ନ ହେଲେ, ମୋର ଶିଷ୍ୟ ହୋଇପାରିବ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

33 “ସେହିଭଳି ତୁମ୍ଭେମାନେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭେମାନେ ମୋତେ ଅନୁସରଣ କରିବାକୁ ଗ୍ଭହିଁଲେ ତୁମ୍ଭମାନଙ୍କର ପ୍ରତ୍ୟେକ ବିଷୟ ତ୍ୟାଗ କରିବ। ତୁମ୍ଭେମାନେ ଯଦି ତାହା କରି ନ ପାରିବ, ତେବେ ମୋର ଶିଷ୍ୟ ହୋଇ ପାରିବ ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:33

Následuj nás:

Reklamy


Reklamy